• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
23
Mon, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବନ୍ୟା ପ୍ରଭାବିତ ଜିଲ୍ଲାକୁ ରେଡକ୍ରସ‌ର ରିଲିଫ ସାମଗ୍ରୀ ପଠାଇଲେ ରାଜ୍ୟପାଳ

Details
Odia Ray Admin
ଓଡିଶା
18 August 2026

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପହଞ୍ଚାଇବା ଲକ୍ଷ୍ୟରେ ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା (IRCS-OSB) ପକ୍ଷରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲା ପାଇଁ ପ୍ରଦତ୍ତ ରିଲିଫ ସାମଗ୍ରୀକୁ ମଙ୍ଗଳବାର ଦିନ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଲୋକଭବନରୁ ପଠାଇଛନ୍ତି। ଏହି ରିଲିଫ ସାମଗ୍ରୀରେ ବନ୍ୟା ପ୍ରଭାବିତ ପରିବାରଗୁଡ଼ିକର ତୁରନ୍ତ ଆବଶ୍ୟକତା ପୂରଣ ପାଇଁ ତାରପୋଲିନ୍ ଓ ପୌଷ୍ଟିକ ଶୁଖିଲା ଖାଦ୍ୟ ପ୍ୟାକେଟ ରହିଛି। ରେଡକ୍ରସ୍‌ର ମାନବିକ ସେବା କାର୍ଯ୍ୟକୁ ପ୍ରଶଂସା କରି ରାଜ୍ୟପାଳ ଡ. କମ୍ଭମପାଟି ସମାଜସେବା ଓ ବିପର୍ଯ୍ୟୟ ମୁକାବିଲାରେ ଯୁବ ରେଡକ୍ରସ ସଦସ୍ୟ ଏବଂ ଯୁବ ସ୍ୱେଚ୍ଛାସେବୀଙ୍କ ଅଧିକ ଅଂଶଗ୍ରହଣ ଉପରେ ଗୁରୁତ୍ୱ ଦେଇଛନ୍ତି। ବିଶେଷକରି ଜରୁରୀ ପରିସ୍ଥିତିରେ ରିଲିଫ ଓ ମାନବିକ ସହାୟତା କାର୍ଯ୍ୟରେ ସକ୍ରିୟ ଭାବେ ଯୋଗଦେବାକୁ ରାଜ୍ୟପାଳ ଆହ୍ୱାନ ଦେଇଛନ୍ତି। କାର୍ଯ୍ୟକ୍ରମ ଅବସରରେ ରେଡକ୍ରସ‌ର ପ୍ରତିନିଧିମାନେ ରାଜ୍ୟପାଳଙ୍କୁ ସଂଗଠନ ଏବଂ ସେଣ୍ଟ ଜନ୍ ଆମ୍ବୁଲାନ୍ସର ବିଭିନ୍ନ କାର୍ଯ୍ୟକଳାପ ସମ୍ପର୍କରେ ଅବଗତ କରାଇଥିଲେ। ଏଥିସହ ଗୁଜରାଟ ଓ ପଞ୍ଜାବ ଗସ୍ତ ସମୟରେ ସେମାନେ ଦେଖିଥିବା ବିଭିନ୍ନ ଆଦର୍ଶ କାର୍ଯ୍ୟକ୍ରମ ଓ ଉତ୍ତମ ପଦକ୍ଷେପ ସମ୍ପର୍କରେ ମଧ୍ୟ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ। ଯୁବ ରେଡକ୍ରସ ଏବଂ ୟୁଥ ଫର୍ ସେବାର ସ୍ୱେଚ୍ଛାସେବୀମାନଙ୍କ ସହ ମଧ୍ୟ ଆଲୋଚନା କରି ସମାଜସେବା ଓ ମାନବିକ ସହାୟତା କ୍ଷେତ୍ରରେ ସେମାନଙ୍କ ଭୂମିକା ଓ କାର୍ଯ୍ୟକଳାପ ସମ୍ପର୍କରେ ରାଜ୍ୟପାଳ ପଚାରି ବୁଝିଥିଲେ। ଏହି ଆଲୋଚନାରେ ରେଡକ୍ରସ୍‌ର କାର୍ଯ୍ୟକାରୀ ସଦସ୍ୟ ସ୍ୱୟଂ ପ୍ରକାଶ ବରାଳ, ସଚିବ ଗଣେଶ ଚନ୍ଦ୍ର ପାତ୍ର, କୋଷାଧ୍ୟକ୍ଷ ଲାବଣ୍ୟ ଶବର, ଯୁଗ୍ମ ସମ୍ପାଦକ ଅଶୋକ କୁମାର ମହାନ୍ତି ଏବଂ ଜୁନିଅର ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

ବନ୍ୟା କ୍ଷୟକ୍ଷତି ପାଇଁ ହଜାରେ କୋଟିର ପ୍ୟାକେଜ ଘୋଷଣା

Details
Odia Ray Admin
ଓଡିଶା
18 August 2026

ଭୁବନେଶ୍ୱର :ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ହଜାରେ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହଜାରେ କୋଟି ଟଙ୍କାର ୧୦ ସୂତ୍ରୀ ପ୍ୟାକେଜ୍‌ ଘୋଷଣା କରାଯାଇଛି। ୩୩% କିମ୍ବା ଊର୍ଦ୍ଧ୍ୱ ଫସଲ କ୍ଷତି ହୋଇଥିଲେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସହାୟତା ମିଳିବ। ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦, ଜଳସେଚିତ ଜମି ପାଇଁ ୧୭୦୦୦ ମିଳିବ। ୧୨ ମାସୀ ଫସଲ କ୍ଷତି ହୋଇଥିଲେ ହେକ୍ଟର ପିଛା ୨୨,୫୦୦ ମିଳିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ଧାନ ଓ ଅଣଧାନ ବିହନ କିଣିବାକୁ ଆର୍ଥିକ ସହାୟତା ଦିଆଯିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ମାଗଣା ପନିପରିବା ମିନି କିଟ୍‌ ମିଳିବ। ବନ୍ୟା ପରବର୍ତ୍ତୀ ରୋଗ ପୋକ ଜନିତ କ୍ଷତିଗ୍ରସ୍ତ ପାଇଁ ୭୫% ସବସିଡି ମିଳିବ। କ୍ଷତିଗ୍ରସ୍ତ ଉଠା ଜଳସେଚନ ଯୁଦ୍ଧକାଳୀନ ଭିତ୍ତିରେ ହେବ ମରାମତି। ପ୍ରାଣୀ ସମ୍ପଦ କ୍ଷତିପୂରଣ ପାଇଁ ସହାୟତା ମିଳିବ। ପୋଖରୀ, ଡଙ୍ଗା ଓ ଜାଲ ନଷ୍ଟ ହୋଇଥିଲେ ମିଳିବ ଆର୍ଥିକ ସହାୟତା। ଇଚ୍ଛୁକ ଚାଷୀଙ୍କ ସ୍ୱଳ୍ପ ମିଆଦି ଖରିଫ ଋଣକୁ ମଧ୍ୟମ କୃଷି ଋଣରେ ପରିବର୍ତ୍ତନ କରାଯିବ। ହସ୍ତଶିଳ୍ପ କ୍ଷତିଗ୍ରସ୍ତ ପାଇଁ ୫ହଜାର ଆର୍ଥିକ ସହାୟତା ପ୍ରଦାନ କରାଯିବ।

powered by social2s

୨୦ ଫୁଟ୍‌ ତଳକୁ ଖସିଲା ବସ୍‌; ୪୦ ଆହତ

Details
Odia Ray Admin
ଓଡିଶା
18 August 2026

ନୟାଗଡ଼ : ନୟାଗଡ଼ ବାଇପାସ୍‌ ଇଟାମାଟି ନିକଟରେ ୨୦ ଫୁଟ୍‌ ତଳକୁ ଖସିଲା ବସ୍‌। ବସ୍‌ରେ ଥିବା ସମସ୍ତ ୪୦ ଯାତ୍ରୀ ଆହତ ହୋଇଛନ୍ତି। ୩ ଗୁରୁତର ଭୁବନେଶ୍ୱର ସ୍ଥାନାନ୍ତର ହୋଇଛନ୍ତି। ରାତି ୨ଟାରେ ଭାରସାମ୍ୟ ହରାଇ ଓମଶ୍ରୀ ଖସିଲା ଚକାଡ଼ୋଳା ବସ୍। ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ଯାଉଥିଲା ଯାତ୍ରୀବାହୀ ବସ୍‌।

powered by social2s

ରାକ୍ଷୀରେ ମିଳିବ ପଞ୍ଚମ କିସ୍ତି ସୁଭଦ୍ରା ଟଙ୍କା

Details
Odia Ray Admin
ଓଡିଶା
17 August 2026

ଭୁବନେଶ୍ୱର : ଅଗଷ୍ଟ ୨୮ ରକ୍ଷା ବନ୍ଧନ ଦିନ ମିଳିବ ସୁଭଦ୍ରା ପଞ୍ଚମ କିସ୍ତି। ଏହି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୟାଗଡ଼ରେ ଅନୁଷ୍ଠିତ ହେବ ସୁଭଦ୍ରାର ରାଜ୍ୟସ୍ତରୀୟ ସମାରୋହ। ସମାରୋହରେ ୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା। ଅଗଷ୍ଟ ୨୮ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକା ସଙ୍ଗେ ୫ଟି କିସ୍ତି ମିଳିବ।

powered by social2s

ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ

Details
Odia Ray Admin
ଓଡିଶା
18 August 2026

ଭୁବନେଶ୍ବର: ନିଶାମୁକ୍ତ ସମାଜ ଗଠନ ଏବଂ ନିଶାଦ୍ରବ୍ୟର କୁପ୍ରଭାବ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଆଜି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ନିଶାମୁକ୍ତି ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଉପ ନିର୍ଦ୍ଦେଶକ ଶ୍ରୀ ଅଶ୍ବିନୀ କୁମାର ଭୋଇଙ୍କ ସମେତ ବିଭାଗୀୟ ଅଧିକାରୀ, କର୍ମଚାରୀମାନେ ସାମିଲ୍ ହୋଇ ଶପଥ ପାଠ କରିଥିଲେ । ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଏହି ଶପଥ ପାଠରେ ସାମିଲ ହୋଇ ନିଜେ ନିଶାଦ୍ରବ୍ୟ ସେବନଠାରୁ ଦୂରେଇ ରହିବା ସହ ପରିବାର, ବନ୍ଧୁବର୍ଗ ଏବଂ ସମାଜର ଅନ୍ୟମାନଙ୍କୁ ମଧ୍ୟ ନିଶାର କୁପ୍ରଭାବ ସମ୍ପର୍କରେ ସଚେତନ କରିବାକୁ ଶପଥ ନେଇଥିଲେ । ଆଜି ସାରା ରାଜ୍ୟରେ ନିଶାମୁକ୍ତ ଶପଥ ଅଭିଯାନ ଆୟୋଜନ କରାଯାଉଛି । ଏହି ଅଭିଯାନରେ ରାଜ୍ୟର ଅତିକମରେ ୧୦ ପ୍ରତିଶତ ଲୋକଙ୍କୁ ସାମିଲ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ, ପଞ୍ଚାୟତ ଓ ବିଭିନ୍ନ ସାମାଜିକ ସଂଗଠନର ସହଭାଗିତାରେ ଏହି ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

powered by social2s

ଓଡ଼ିଶାର ୬ ଜିଲ୍ଲାର ୬୬ ବ୍ଲକ୍‌ ବନ୍ୟା ପ୍ରଭାବିତ

Details
Odia Ray Admin
ଓଡିଶା
17 August 2026

ଭୁବନେଶ୍ୱର : ଆସିଲା ଓଡ଼ିଶାରେ ହୋଇଥିବା ବନ୍ୟାର ପ୍ରାଥମିକ ରିପୋର୍ଟ। ଚଳିତ ବନ୍ୟାରେ ୬ ଜିଲ୍ଲାର ୬୬ ବ୍ଲକ ପ୍ରଭାବିତ ହୋଇଛନ୍ତି। ୧୩୦୪ ଗାଁ ପ୍ରଭାବିତ ହୋଇଥିବା ବେଳେ ୧୨୬ଟି ଗାଁ ପାଣି ଘେରରେ ଥିବା ସୂଚନା। ୭ ଲକ୍ଷ ୮୫ ହଜାର ୧୯୯ ଲୋକ ପ୍ରଭାବିତ ହୋଇଛନ୍ତି। ୨ ଲକ୍ଷ ୭୭ ହଜାର ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଛି। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଛି ସୂଚନା। ଆଜି ଯାଜପୁର ଓ ଭଦ୍ରକ ଜିଲ୍ଲାରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

powered by social2s

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଡିଏଭି ପବ୍ଲିକ ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ

Details
Odia Ray Admin
ଓଡିଶା
17 August 2026

ଭୁବନେଶ୍ୱର : ଆଜି ଅନୁଗୁଳ ଜିଲ୍ଲା କଳିଙ୍ଗକ୍ଷେତ୍ର ତାଳଚେର ସ୍ଥିତ ଡିଏଭି ପବ୍ଲିକ ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

କର୍ମ ହିଁ ଜଣେ ସଫଳତାପୂର୍ଣ୍ଣ ମହାନ ଆତ୍ମାଙ୍କୁ ଶତାୟୁ କରି ଜୀବନ୍ତର ରୂପ ଦେଇଥାଏ। ଆଜିର ଦିନରେ ଆମେ ଭାରତୀୟ ମାନେ ହୃଦୟରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି, ଆମର ପୂଜ୍ୟ ପରମପ୍ରିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିରେ ସ୍ମୃତି ଚାରଣ କରି ତାଙ୍କର ଅମର କୀର୍ତ୍ତିକୁ ମନେ ରଖି ଯୁବ ସମାଜ କୁ ତାଙ୍କ ଭଳି ଜଣେ ସଚ୍ଚୋଟ ନୀତିବାନ ଭାରତ ମାଆର ଯୋଗ୍ୟ ସନ୍ତାନ ରୂପେ ନିଜକୁ ଗଢିତୋଳିବା କୁ ଆହ୍ୱାନ ଦେବା ସହିତ, ତାଙ୍କ ବୀରତ୍ୱ ଲଢୁଆ ପଣକୁ ଆପଣେଇ ନେବା। ସେ ଥିଲେ ଏମିତି ଅଭିନ୍ନ ରାଜନୀତିଜ୍ଞ ବୀର ଯାହାଙ୍କୁ ସର୍ବଦଳୀୟ ନେତା ଭାବେ ଚୟନ କରି ଶ୍ରେଷ୍ଠ ଆସନରେ ଅଳଙ୍କୃତ କରାଯାଇଥିଲା,ଯିଏ ଶୟନ ଓ ସପନେ ହିଁ ଭାରତ ମାଆ ର ସୁରକ୍ଷା ଓ ଭାରତ ବର୍ଷର ଜନ ସମୁଦ୍ରକୁ ଉଚ୍ଚିତ ନ୍ୟାୟ ଦେକାକୁ ଦୃଢ଼ ସଂକଳ୍ପବଦ୍ଧ ଥିଲେ ବୋଲି କହିଛନ୍ତି ଶିଳ୍ପୀ ଶଶଧର ପତି। ତାଙ୍କ ପ୍ରତି ସମ୍ମାନ ତଥା ସମ୍ପୂଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନିଜକୁ ଭାରତ ମାଆର ସେବାବ୍ରତୀ ହୋଇ, ଜଣେ ଦୃଢ଼ ମନା ଭାରତୀୟ ନାଗରିକର କର୍ତ୍ତବ୍ୟ କରିବାକୁ ଆଜିହିଁ ଶପଥ ନେବା ଉଚ୍ଚିତ ବୋଲି ସେ ମତବ୍ୟକ୍ତ କରିଛନ୍ତି।

powered by social2s

More Articles ...

  1. ଭୁବନେଶ୍ୱରରେ ଅନଲାଇନ୍ ଚାଳକଙ୍କ ଆନ୍ଦୋଳନ
  2. ଆଜି ଓଡ଼ିଶାର ୫ ଜିଲ୍ଲାରେ ସ୍କୁଲ ଛୁଟି
  3. ପ୍ରଭାତ ମହାନ୍ତିଙ୍କ ୭୦ ତମ ଜନ୍ମ ଉତ୍ସବରେ ବିଭିନ୍ନ ନେତୃମଣ୍ଡଳୀଙ୍କ ଶ୍ରଦ୍ଧା ନିବେଦନ
Page 81 of 2251
  • Start
  • Prev
  • 76
  • 77
  • 78
  • 79
  • 80
  • 81
  • 82
  • 83
  • 84
  • 85
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.