ପୁରୀ: ଆଜି ୪ ଘଣ୍ଟା ପାଇଁ ପୁରୀ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ। ଦ୍ଵିତୀୟ ଭୋଗମଣ୍ଡପରେ ଭୋଗ ଲାଗି ପରେ ହେବ ନୀତି।
powered by social2s