ଅନ୍ଲାଇନରେ ମିଳିବ ହାଇସ୍କୁଲ ପ୍ରମାଣପତ୍ର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

ଭୁବନେଶ୍ୱର: ହାଇସ୍କୁଲ ପିଲାଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ ଅନ୍ଲାଇନ ମାଧ୍ୟମରେ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

 

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓକାକ୍ ର ମିଳିତ ସହଯୋଗରେ ଏହା ସଂପାଦିତ ହେବ। 

 

ସ୍କୁଲଶିକ୍ଷା ସଂସ୍କାର ପରିପ୍ରେକ୍ଷୀରେ ଏଭଳି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

 

powered by social2s