ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

ଭୁବନେଶ୍ୱର: ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଓଡ଼ିଶାର ୭ ଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

 

ଜିଲ୍ଲା ଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର ଓ ମୟୁରଭଞ୍ଜ।

 

ଦୁଇ ରି ତିନି ଦିନ ଯାଏଁ ରାଜ୍ୟର ବହୁ ସ୍ଥାନରେ ପାଗ କୋହଲା ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

 

powered by social2s