କାର-ବାଇକ ଧକ୍କା, ୨ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ବାରିପଦା: ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଝିଙ୍କିରିଆ ନିକଟରେ ଏକ କାର ଓ ବାଇକ ମୁହାଁ ମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି।

ଦୁର୍ଘଟଣା ପରେ ବାଇକ ଟି ସମ୍ପୂର୍ଣ୍ଣ ପୋଡି ଯାଇଥିବାର ସୂଚନା ମିଳିଛି।

powered by social2s