Warning: getimagesize(/home/odiaray/public_html/images/IMG-20240710-WA0218.jpg): failed to open stream: No such file or directory in /home/odiaray/public_html/plugins/content/social2s/features/opengraph.php on line 354

ପହଣ୍ଡି ଅଘଟଣ: ତଦନ୍ତ କରିବ ୩ ଜଣିଆ କମିଟି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପହଣ୍ଡି ଅଘଟଣ ନେଇ ପରିଚାଳନା କମିଟିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ କହିଛନ୍ତି ଯେ ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି। କମିଟିରେ ଜଣେ ଏଡିଏମ୍‌, ଉନ୍ନୟନ ପ୍ରଶାସକ ଓ ଜଣେ ଡିଏସ୍‌ପି ରହିବେ। ଭିଡିଓ ଫୁଟେଜ୍‌ ସହ ସମସ୍ତ ଦିଗକୁ ଦେଖି ତଦନ୍ତ କରି ରିପୋର୍ଟ ଦେବେ। ନୀଳାଦ୍ରି ବିଜେର ୧୦ ଦିନ ମଧ୍ୟରେ କମିଟି ରିପୋର୍ଟ ପ୍ରଦାନ କରିବ କମିଟି। ଜୁଲାଇ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ହାଇଲେବୁଲ କମିଟି ଦେଇଥିବା ପ୍ରସ୍ତାବକୁ ପରିଚାଳନା କମିଟିର ମଂଜୁରୀ।

powered by social2s