ନୂଆଦିଲ୍ଲୀ: ସାରା ଦେଶରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କରୋନା କଟକଣା ବଢାଇବା ନେଇ କେନ୍ଦ୍ର ଗୃହ ବିଭାଗ ନିଷ୍ପତ୍ତି ନେଇଛି। ସଂକ୍ରମଣ ଦୃଷ୍ଟିରୁ ପୂର୍ବଭଳି ଜାରି ରହିବ କଣ୍ଟେନମେଣ୍ଟ ବ୍ୟବସ୍ଥା ଓ ସାବଧାନତା। ଟିକାକରଣ ତ୍ୱରାନ୍ୱିତ କରିବା ପାଇଁ ସବୁ ରାଜ୍ୟକୁ କେନ୍ଦ୍ର ସରକାର ଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
powered by social2s

