ଅଜଣା ଗାଡ଼ି ଧକ୍କାରେ ୩ ଜଣଙ୍କ ମୃତ୍ୟୁ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସମ୍ବଲପୁର: ଏକ ଅଜଣା ଗାଡ଼ି ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ଜଣେ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବାରେଇପାଲି ଛକ ରେ। ଦୁଇଟି ବାଇକ ରେ ଥିଲେ ୪ ଜଣ ଯୁବକ। ମୃତକଙ୍କ ଘର ହୀରାକୁଦ ହୋଇଥିବା ସୂଚନା ମିଳିଛି।

 

ଆହତ ମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

powered by social2s