ତାତିରୁ ମିଳିବ ସାମାନ୍ୟ ଆସ୍ବସ୍ତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆଗାମୀ ୪ ଦିନ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାତିରୁ ମିଳିପାରେ ସାମାନ୍ୟ ଆସ୍ବସ୍ତି । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବାରୁ ତାପମାତ୍ରା କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ସକାଳେ ଖୋର୍ଦ୍ଧା, କଟକ, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦ୍ରାପଡ଼ା ରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। କୁହୁଡ଼ି ଯୋଗୁ ବହୁ ସ୍ଥାନରେ ପାଖାପାଖି ୧୦୦ ମିଟର ଯାଏଁ କିଛି ଦୃଶ୍ୟମାନ ହେଉନଥିଲା।

powered by social2s