ସାମ୍ଭାବ୍ୟ ବାତ୍ୟା ପାଇଁ ସ୍କୁଲ୍ ଛୁଟି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ସାମ୍ଭାବ୍ୟ ବାତ୍ୟା ପାଇଁ ଓଡ଼ିଶାର ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା କଲେ ସ୍ଵତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ ସିଂ। ୧୪ ଜିଲ୍ଲା-ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା ନୟାଗଡ଼ ଓ କଟକ।

ଅକ୍ଟୋବର ୨୩ ରୁ ୨୫ ବନ୍ଦ ରହିବ ସରକାରୀ ଓ ବେସରକାରୀ ସ୍କୁଲ୍।

powered by social2s