ଅବପାତରେ ପରିଣତ ହେଲା ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ଲଘୁଚାପ। ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ସୁଦ୍ଧା ବାତ୍ୟାର ରୂପ ନେବ। ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବ। ଅକ୍ଟୋବର ୨୪ ରାତି ଓ ୨୫ ସକାଳ ଭିତରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି।

powered by social2s