ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times
 
ଭୁବନେଶ୍ୱର: ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। 
ଏହି ଦିବସରେ ସେ କହିଛନ୍ତି ଯେ ଓଡ଼ିଆ ଭାଷା ଆମ ଗୌରବମୟ ସଂସ୍କୃତି ଓ ଅମିତବ୍ୟର ପରିଚୟ।
ଆମ ଭାଷା ଷଷ୍ଠ ଭାରତୀୟ ଭାଷା ଭାବେ ମାନ୍ୟତା ପାଇଛି।
ଏହାର ସୁରକ୍ଷା ଓ ପ୍ରସାର ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
 
 
 
 
 
powered by social2s