ଭୁବନେଶ୍ୱର: ଆଜି ଓଡ଼ିଶାର ୭ ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ର ସମ୍ଭାବନା ରହିଛି। ଜିଲ୍ଲା ଗୁଡ଼ିକ ହେଲା ମୟୁରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକ। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ନିଙ୍ଗ ଜାରି କଲା ପାଣିପାଗ ବିଭାଗ।
powered by social2s