ଘରେ ନିଆଁ ଲାଗି ମା ଜୀବନ୍ତ ଦଗ୍ଧ, ନାବାଳିକା ଝିଅ ଗୁରୁତର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭଦ୍ରକ: ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବାଣିତିଆ ପଞ୍ଚାୟତ ମହଲା ସାହି ରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଘରେ ନିଆଁ ଲାଗିଥିବାରୁ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ତାଙ୍କ ନାବାଳିକା ଝିଅ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତି କରାଯାଇଛି। ଘରେ ସୋଇଥିବା ବେଳେ ଏହି ଘଟଣା ଘଟିଥିଲା।

powered by social2s