ଭୁବନେଶ୍ୱର ଆସୁଥିବା ଯାତ୍ରୀବାହୀ ବସ ଆନ୍ଧ୍ରରେ ଦୁର୍ଘଟଣାଗ୍ରସ୍ତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ନବରଙ୍ଗପୁର: ଭୁବନେଶ୍ୱର ଆସୁଥିବା ଏକ ଯାତ୍ରୀବାହୀ ବସ ଆନ୍ଧ୍ରପ୍ରଦେଶ ର ସୋମାପେଟା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବାର ସୂଚନା ମିଳିଛି। ‘ତ୍ରିପାଠୀ’ ନାମକ ଘରୋଇ ବସ ଟି ନବରଙ୍ଗପୁର ରୁ ଭୁବନେଶ୍ୱର ଆସୁଥିବା ବେଳେ ଏକ ଟିବର କୁ ଧକା ଦେଇଥିଲା। ଦୁର୍ଘଟଣା ରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି।

 

powered by social2s