ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। 

 

ରାଷ୍ଟ୍ରପତିଙ୍କୁ ସ୍ୱାଗତ ଜଣାଇବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ସାରଙ୍ଗୀ ଵିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଉପସ୍ଥିତ ରହିଥିଲେ। 

 

ରାଷ୍ଟ୍ରପତି ଆଜି ରାତି ରାଜଭବନରେ ଅତିବାହିତ କରିବେ। 

ଆସନ୍ତା କାଲି ରାଉରକେଲା ଏନ୍ଆଇଟି ଗସ୍ତ କରି ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଉରକେଲା ଷ୍ଟିଲ ପ୍ଲାଣ୍ଟ ର IGH ସୁପର ସ୍ପେସିଆଳିଟି ହସ୍ପିଟାଲ ମଧ୍ୟ ଲୋକାର୍ପଣ କରିବେ।

 

ମାର୍ଚ୍ଚ ୨୨ ରେ ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ମନ୍ଦିର ପରିଦର୍ଶନ କରିବେ ।

 

powered by social2s