ରାଉରକେଲାରେ ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବିଶ୍ରା ଥାନା ଅକ୍ଷୟଶିଳା ଜଳପ୍ରପାତ ଅଞ୍ଚଳରେ ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବିଆସ ଲକୁଆ ଆହତ ହୋଇଛି। ଲକୁଆ ନାଁରେ ଓଡ଼ିଶା ଓ ଝାଡ଼ଖଣ୍ଡର ବିଭିନ୍ନ ଥାନାରେ ରହିଛି ଅପରାଧିକ ମାମଲା। ଅପରାଧୀକୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲାକୁଆର ଡାହାଣ ଗୋଡ଼ରେ ଗୁଳି ବାଜିଛି।

powered by social2s