୧୭ରେ ଓଡ଼ିଶା ଆସିବେ ନୀତିନ ଗଡ଼କରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଏପ୍ରିଲ ୧୭ରେ ଓଡ଼ିଶା ଆସିବେ ନୀତିନ । ୫ହଜାର କୋଟିର ୧୬ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ନୀତିନ। ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

powered by social2s