ଭୁବନେଶ୍ୱର: ଆଜି JEE ମେନ୍ ସେସନ୍-୨ର ପରୀକ୍ଷା ଫଳ ପ୍ରକାଶି ପାଇଛି। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି-NTA ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ୨୪ ଛାତ୍ରଛାତ୍ରୀ ରଖିଛନ୍ତି ଶତ ପ୍ରତିଶତ ମାର୍କ। ଓଡ଼ିଆ ସମେତ ୧୯ଟି ଭାଷାରେ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ।
powered by social2s