ଏଣିକି ସବୁ ରବିବାର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଏଣିକି ସବୁ ରବିବାର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। କୋଭିଡ ସଂକ୍ରମଣ କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଛି ମନ୍ଦିର ପ୍ରଶାସନ। ରବିବାର ମନ୍ଦିରରେ ହେବ ବିଶୋଧନ କାର୍ଯ୍ୟ।

powered by social2s