ଓଡ଼ିଶାରେ ଆହୁରି ୪ ଦିନ କାଳବୈଶାଖୀ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶାରେ ଆହୁରି ୪ ଦିନ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ କେନ୍ଦୁଝର, ମୟୂରଭଂଜ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିରକୁ ସତର୍କତା ଜାରି କରାଯାଇଛି। ଆଜି ସାରା ରାଜ୍ୟରେ କଳାବୈଶାଖୀ ବର୍ଷା ସମ୍ଭାବନା ରହିଛି।

powered by social2s