ଭୁବନେଶ୍ୱର: କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳାଫଳ | ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ | ଚଳିତ ବର୍ଷ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ |ଏଥିରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି | ପୁଅଙ୍କଠାରୁ ଝିଅ ଆଗରେ ରହିଛନ୍ତି। ଝିଅଙ୍କ ପାସ୍ହାର ୯୬% ଓ ପୁଅଙ୍କ ପାସ୍ ହାର ୯୪% ହୋଇଛି। ମୋଟ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ ପାସ୍ ମୋଟ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର ପାସ୍ କରିଥିବା ସୂଚନା।
powered by social2s

