ଭୁବନେଶ୍ବର: ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍ଡ୍ରିଲ। ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ କ୍ରମେ ଆସନ୍ତାକାଲି ହେବ ମକ୍ ଡ୍ରିଲ। ତାଳଚେର, ବାଲେଶ୍ବର, କୋରାପୁଟ, ଭୁବନେଶ୍ବର, ଗୋପାଳପୁର, ହୀରାକୁଦ, ପାରାଦୀପ, ରାଉରକେଲା, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ହେବ ମକ୍ ଡ୍ରିଲ। ସାମରିକ ସୁରକ୍ଷା ସୁନିଶ୍ଚିତ କରିବାକୁ ସମସ୍ତ ରାଜ୍ୟରେ ମକ୍ ଡ୍ରିଲ୍ ପାଇଁ ପରାମର୍ଶ ଦେଇଛନ୍ତି ଭାରତ ସରକାର।
powered by social2s

