ପୁରୀ: ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି। ସୁରକ୍ଷାକର୍ମୀ, ଡଗ୍ ସ୍କାର୍ଡ ପକ୍ଷରୁ ଛାନଭିନ୍ ଆରମ୍ଭ କରାଯାଇଛି। ଶ୍ରୀମନ୍ଦିର ଆଖପାଖ, ବଡ଼ଦାଣ୍ଡରେ ସୁରକ୍ଷା ଯାଞ୍ଚ କରାଯାଉଛି। ଶ୍ରୀମନ୍ଦିରକୁ ଜଗିଛନ୍ତି ୧୫୦ରୁ ଅଧିକ ପୋଲିସ ଅଧିକାରୀ। ବିଭିନ୍ନ ସ୍ଥାନରେ ଚେକିଂ, ବ୍ଲକିଂ ଓ ହୋଟେଲ ଯାଞ୍ଚ କରାଯାଉଛି।
powered by social2s

