ରାଜ୍ୟସ୍ତରୀୟ ମଦର୍ସ ଡେ ଉତ୍ସବ ପାଳନ ନକରିବାକୁ ନିଷ୍ପତ୍ତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଦେଶର ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ମେ ୧୧ ରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ମଦର୍ସ ଡେ ଦିବସକୁ ଉତ୍ସବ ଭାବରେ ପାଳନ ନ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।ଏହି ପରିପ୍ରେକ୍ଷୀରେ ବଛା ଯାଇଥିବା ଶ୍ରେଷ୍ଠ ଓ ହୃଦୟସ୍ପର୍ଶୀ ସେଲଫି ଓ ବାର୍ତ୍ତାକୁ ଆଗାମୀ ସୁଭଦ୍ରା ମଞ୍ଚରେ ପୁରସ୍କୃତ କରାଯିବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

powered by social2s