ଭୁବନେଶ୍ବରରେ ମାସେ ଭିତରେ ୨୦ ହଜାର ଲୋକଙ୍କୁ ଅଗ୍ରାଧିକାର ଭିତ୍ତିରେ ଦିଆଯିବ ଟିକା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ୨୦ ହଜାର ଲୋକଙ୍କୁ ଅଗ୍ରାଧିକାର ଭିତ୍ତିରେ ଦିଆଯିବ କରୋନା ଟିକା। ଏହି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ଏକ ମାସ ସମୟ ମଧ୍ୟରେ ରାଜଧାନୀର ବିଭିନ୍ନ ଉଠା ଦୋକାନ, ମଲ୍ ଓ ରେସ୍ତୋରାଁ କର୍ମଚାରୀ, ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଅଧିକ ବୟସ୍କ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକାକରଣ କରାଯିବ ବୋଲି ସେ କହିଛନ୍ତି। 

ଶିକ୍ଷାନୁଷ୍ଠାନ ରେ କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଥିବା ସୂଚନା ରହିଛି।

 

powered by social2s