ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି। ଦୀଘା ମନ୍ଦିର ବିବାଦ ପରେ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଦାସମହାପାତ୍ରଙ୍କୁ ୩୦ ଦିନ ପାଇଁ ମହାପ୍ରଭୁଙ୍କ ସେବା ତଥା ଶ୍ରୀମନ୍ଦିର ପ୍ରବେଶ ମନା। ଶ୍ରୀମନ୍ଦିର ଗରିମା ଓ ମର୍ଯ୍ୟାଦା କ୍ଷୁର୍ଣ୍ଣ ହୋଇଥିବା ଦର୍ଶାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

powered by social2s