ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନକୁ ଅଗ୍ରସର ରହିଛି। ନିକୋବର ଦୀପ ଓ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହୋଇଥିବା ସୂଚନା। କେରଳରେ ମେ ୨୭ ତାରିଖ ବେଳକୁ ଛୁଇଁପାରେ ମୌସୁମୀ

powered by social2s