ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପାରାଦୀପ: ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ଥିବା ସୂଚନା। ପାରାଦୀପ ବନ୍ଦର SPMରେ ଲାଗିଥିଲା ହଂକଂ ଫ୍ଲାଗସିପ୍ ଜାହାଜ। ପାକିସ୍ତାନୀ କ୍ରିଉ ମେମ୍ବର ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା। ମେରାଇନ୍ ପୋଲିସ, CISF, କଷ୍ଟମ ବିଭାଗକୁ ଅବଗତ କରାଯାଇଥିଲା। ପଣ୍ୟ ଖଲାସ ନ ହେବା ଯାଏଁ ଜାହାଜକୁ ଜଗି ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

powered by social2s