ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ୧୦ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆଜି ଭୁବନେଶ୍ବରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୦ମ ଜନଅଭିଯୋଗ ଶୁଣାଣି ଆୟୋଜିତ ହୋଇଛି। ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ। କ୍ୟାପିଟାଲ ନର୍ସରୀ ନିକଟ ପଡ଼ିଆରେ ଆୟୋଜିତ ହୋଇଥିଲା କାର୍ଯ୍ୟକ୍ରମ। ବିଭିନ୍ନ ବିଭାଗର ସଚିବ ମଧ୍ୟ ଲୋକଙ୍କ ସମସ୍ୟା ଲେଖି ରଖିଛନ୍ତି।

powered by social2s