ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। କାଲି ଅପରାହ୍ନ ୪ଟାରେ ବାହାରିବ ପରୀକ୍ଷା ଫଳ। ଏକସଙ୍ଗେ ପ୍ରକାଶ ପାଇବ ବିଜ୍ଞାନ, ବାଣିଜ୍ୟ ଓ କଳା ଫଳ। ୩ ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ ଦେଇଛନ୍ତି ପରୀକ୍ଷା।
powered by social2s