ଭୁବନେଶ୍ୱର: ଜୁଲାଇ ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା । ଏପ୍ରିଲ ୧୬ ରୁ ଆରମ୍ଭ ହୋଇଥିଲା ଯୁକ୍ତ ୩ ଆବେଦନ । ଯେ ପର୍ଯ୍ୟନ୍ତ ଯୁକ୍ତ ୨ ରେଜଲ୍ଟ ବାହାରି ନାହିଁ ସେ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।
powered by social2s