ଭୁବନେଶ୍ୱର: ଭୁବନେଶ୍ବରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ନିକଟରେ ଦିଲ୍ଲୀରୁ ଫେରିଥିଲେ। ଏବେ କ୍ବାରେଣ୍ଟିନ୍ରେ ଅଛନ୍ତି କୋରୋନା ଆକ୍ରାନ୍ତ। ବିଭିନ୍ନ ରୋଗରେ ପୀଡ଼ିତ ଅଛନ୍ତି କୋରୋନା ଆକ୍ରାନ୍ତ। ପୂର୍ବରୁ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା।
powered by social2s