ଆରବ ସାଗରରେ ସୃଷ୍ଟି ହେଲା ଅବପାତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ସକ୍ରିୟ ଲଘୁଚାପ। ସକାଳ ସାଢ଼େ ୫ଟାର ସାଟେଲାଇଟ୍‌ ଚିତ୍ରରୁ ସ୍ପଷ୍ଟ ହୋଇଛି। ଆଗାମୀ କିଛି ଘଣ୍ଟାରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

powered by social2s