ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଆଟେଣ୍ଡାଣ୍ଟ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜାତୁୟ ରାଜପଥ ୧୬ ରେ ଦୁର୍ଘଟଣା ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ରୋଗୀ ଛାଡ଼ି ଫେରିବାବେଳେ ଘଟିଛି ଅଘଟଣ। ଦୁର୍ଘଟଣାରେ ଆଟେଣ୍ଡାଣ୍ଟଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଆହତ ହୋଇଛନ୍ତି। ବଉଲାଙ୍ଗ ମଧୁପୁର ଅଞ୍ଚଳର ଅଚ୍ୟୁତାନନ୍ଦ ବାରିକଙ୍କ ମୃତ୍ୟୁ ହୋଇଛି।

powered by social2s