୮ ଦିନ ପୁର୍ବରୁ କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ତାରିଖର ୮ ଦିନ ପୂର୍ବରୁ କେରଳ ଛୁଇଁଲା ମୌସୁମୀ। ୧୬ ବର୍ଷ ପରେ ଏଥର ସଅଳ କେରଳ ଛୁଇଁଲା ମୌସୁମୀ। ତେବେ ୧୦ ଦିନ ଭିତରେ ଓଡ଼ିଶାରେ ପହଞ୍ଚିପାରେ ମୌସୁମୀ। ଏଥର ସ୍ୱାଭାବିକ ମୌସୁମୀ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

powered by social2s