ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବନ୍ଧମୁଣ୍ଡାରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା। ଲାଇନଚ୍ୟୁତ ହେବା ପରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି।

powered by social2s