ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସୃଷ୍ଟି ହୋଇଛି। କ୍ରମଶଃ ଉତ୍ତର ଦିଗକୁ ଗତି କରି ଘନୀଭୂତ ହୋଇ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨ ରୁ ୩ ମଧ୍ୟରେ ଓଡ଼ିଶାରେ ପହଁଚିପାରେ ମୌସୁମୀ।
powered by social2s