ଅବପାତରେ ପରିଣତ ହେଲା ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ। ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ପ୍ରଭାବରେ ଆଜି ଓଡ଼ିଶାରେ ହେବ ପ୍ରବଳ ବର୍ଷା।

powered by social2s