ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍‌, ୫୦ରୁ ଅଧିକ ଯାତ୍ରୀ ଆହତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍‌। ହାଇଦ୍ରାବାଦରୁ ଯାତ୍ରୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା ଘଟିଛି। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବିଜାଘାଟିରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଘଟିଛି।

powered by social2s