ଭୁବନେଶ୍ବର ସବୁଠୁ ଉତ୍ତପ୍ତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶାରେ ଆଜି ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଛି। ସାଢ଼େ ୨ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୯.୪ ରହିଥିଲା। ଝାରସୁଗୁଡ଼ା ଓ ସମ୍ବଲପୁର ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ ହୋଇଛି। ବାଲେଶ୍ବର ଓ ହୀରାକୁଦ ୩୮.୪ ଡିଗ୍ରୀ, ଚାନ୍ଦବାଲି ୩୮ ଓ ରାଉରକେଲା ୩୭.୨ ଡିଗ୍ରୀ ରେକର୍ଡ କରାଯାଇଛି।

powered by social2s