ଭୁବନେଶ୍ୱର: ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟ ସରକାରଙ୍କ ବର୍ଷେ ପୂର୍ତ୍ତି ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୋଦି। ଜୁନ୍ ୧୧ କିମ୍ବା ୧୨ରେ ଆସିପାରନ୍ତି ମୋଦି।
powered by social2s