ଟ୍ରଲର୍‌କୁ ଧକ୍କା ଦେଲା ବସ୍‌, ୫ ଗୁରୁତର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜଳେଶ୍ୱର: ଟ୍ରଲର୍‌କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌। ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଜାତୀୟ ରାଜପଥ -୬୦ ସନ୍ତୋଷପୁର ଛକ ନିକଟରେ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ବସ୍ତା ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି। ପଶ୍ଚିମବଙ୍ଗରୁ ୫୧ ଯାତ୍ରୀଙ୍କୁ ନେଇ ପୁରୀ ଯାଉଥିଲା ବସ୍‌।

powered by social2s