ଜୁନ୍‌ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୂଆଦିଲ୍ଲୀ : ଜୁନ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ୧୨ ତାରଖ ବଦଳରେ ୨୦ରେ ଆସିବେ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗ ଦେବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା

powered by social2s