ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୪ ଦିନ ବର୍ଷା ଆଶଙ୍କା ରହିଛି। ତେବେ ଆଜି ଓ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ୪୪ ଡିଗ୍ରୀ ଛୁଇଁବ ପାରଦ।
powered by social2s