ଯାଜପୁର: ଯାଜପୁର ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ଜିଲ୍ଲାପାଳ। ଏଭଳି ସ୍ଥିତିରେ ଛୁଟି ନ ନେଇ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି। ଯାଜପୁରରେ ଝାଡ଼ାବାନ୍ତି ବ୍ୟାପି ୫ ଜଣଙ୍କ ମୃତ୍ୟୁ ହୋଇଛି। ଝାଡ଼ାବାନ୍ତିରେ ୪୦୦ରୁ ଅଧିକ ଆକ୍ରାନ୍ତ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅଛନ୍ତି।
powered by social2s