ଜୁନ ୨୦ରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ସୋ'

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଜୁନ ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଅପରାହ୍ନ ୩ଟାରେ ଓଡ଼ିଶା ପହଞ୍ଚିବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ବରରେ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ମୋଦି। ତ୍ରିରଙ୍ଗା ଯାତ୍ରା ପରେ ରୋଡ୍ ସୋ କରିବେ। ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଯୋଜନାରେ ବଣ୍ଟାଯିବ କାର୍ଯ୍ୟାଦେଶ। ବର୍ଷକ ମଧ୍ୟରେ ଷଷ୍ଠ ଥର ପାଇଁ ଓଡ଼ିଶା ଆସୁଛନ୍ତି ମୋଦି।

powered by social2s