ଜୁନ ୧୬ ରୁ ୧୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଜୁନ ୧୬ ରୁ ୧୯ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା। ୧୭ ଦିନ ଧରି ବିରାମ ପରେ ପୁଣି ସକ୍ରିୟ ହେଉଛି ମୌସୁମୀ ବାୟୁl ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ଆଜି ହେବ ହାଲୁକାରୁ ମଧ୍ୟମ ଧରଣର ବର୍ଷା।

powered by social2s