ଗୋପାଳପୁର ଗଣଦୁଷ୍କର୍ମ; ୧୦ ଗିରଫ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ଗତକାଲି ୭ ଯୁବକଙ୍କୁ ଅଟକ ରଖାଯାଇଥିଲା। ଆଜି ୩ ଜଣଙ୍କୁ ଧରିଲା ଗୋପାଳପୁର ପୋଲିସ। ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ ଅଭିଯୁକ୍ତ। ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଥିଲା। ପୁରୁଷ ବନ୍ଧୁଙ୍କ ସହ ବେଳାଭୂମିକୁ ବୁଲିବାକୁ ଯାଇଥିଲେ ଯୁବତୀ।

powered by social2s