ଭୁବନେଶ୍ୱର: ଆସନ୍ତା ୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଆଜି ୪ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁର।
powered by social2s

